ହେଡଲାଇନସ୍:

କୋଭିଡ଼ ମୁକାବିଲା : ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସିଏମଆରଏଫକୁ  ୪,୧୬,୧୮୫ ଟଙ୍କା 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, (ଶାସକ ପ୍ରଶାସକ): ରାଜ୍ୟରେ କୋଭିଡ୍-୧୯ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚ ମାଧ୍ୟମିକଶିକ୍ଷା ପରିଷଦ ପକ୍ଷରୁ ୪ ଲକ୍ଷ ୧୬ ହଜାର ୧୮୫ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ସି.ଏମ୍.ଆର.ଏଫ୍ (CMRF)କୁ ପ୍ରଦାନ କରାଯାଇଛି । ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅମରେନ୍ଦ୍ର ପଟ୍ଟନାୟକ ଏବଂ ବିଭାଗୀୟ ସଚିବ ଶ୍ରୀମତୀ ନିୟତି ପଟ୍ଟନାୟକ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କୁ ଏହି ଅର୍ଥ ରାଶି ଚେକ୍ ଆକାରରେ ରିଲିଫ୍ ପାଣ୍ଠି ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି । 

0
0
0
s2sdefault