ହେଡଲାଇନସ୍:

ଆସନ୍ତାକାଲି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୂଆଦିଲ୍ଲୀ : ଆସନ୍ତାକାଲି ମେ’ 11, 2020ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ପଞ୍ଚମ ବୈଠକରେ ଯୋଗଦାନ କରିବେ । ଏକ ଟ୍ଵିଟ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି, “ଆସନ୍ତାକାଲି ଅପରାହ୍ନ 3ଟା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ବୈଠକ କରିବେ ।

0
0
0
s2sdefault