ହେଡଲାଇନସ୍:

ବଲାଙ୍ଗୀର, କୋରାପୁଟ ଏବଂ ବାରିପଦା ମେଡିକାଲ କଲେଜରେ ଖୁବଶୀଘ୍ର କୋଭିଡ ପରୀକ୍ଷା 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ରାଜ୍ୟରେ କୋଭିଡ୍-୧୯ ପରୀକ୍ଷଣ କ୍ଷମତା ଦୈନିକ ୧୫,୦୦୦କୁ ବୃଦ୍ଧି କରିବା ଲକ୍ଷ୍ୟରେ ବଲାଙ୍ଗୀର, କୋରାପୁଟ ଏବଂ ବାରିପଦା ମେଡିକାଲ କଲେଜରେ ଖୁବଶୀଘ୍ର ପରୀକ୍ଷା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି |

ଏହି ନିର୍ଦ୍ଦେଶ କ୍ରମେ ରାଜ୍ୟରେ କୋଭିଡ୍-୧୯ ପରୀକ୍ଷଣ କ୍ଷମତା ଦୈନିକ ୧୫,୦୦୦କୁ ବୃଦ୍ଧି କରିବା ଲକ୍ଷ୍ୟରେ ବଲାଙ୍ଗୀର, କୋରାପୁଟ ଏବଂ ବାରିପଦା ମେଡିକାଲ୍ କଲେଜ୍ରେ ଖୁବ ଶୀଘ୍ର  ପରୀକ୍ଷା ଆରମ୍ଭ କରାଯିବା ପାଇଁ  ଭିଡ଼ିଓ କନ୍ଫରେନ୍ସ ଜରିଆରେ ଅନୁଷ୍ଠିତ କୋଭିଡ୍-୧୯ ସଂପର୍କିତ ଉଚ୍ଚକ୍ଷମତା ସଂପନ୍ନ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛିା 

0
0
0
s2sdefault