ହେଡଲାଇନସ୍:

ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ରାଷ୍ଟ୍ରପତି 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୂଆଦିଲ୍ଲୀ (ଶାସକ ପ୍ରଶାସକ) :ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଛନ୍ତି | ଅମ୍ଫନରେ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିବା ସହ ଚିନ୍ତା ପ୍ରକଟ କରିଛନ୍ତି ରାଷ୍ଟ୍ରପତି ଶ୍ରୀ କୋବିନ୍ଦ | ସେ ତାଙ୍କ ଟୁଇଟର ହାଣ୍ଡଲରେ ଏ ବିଷୟ ଉଲ୍ଲେଖ କରି କହିଛନ୍ତି "ରାଷ୍ଟ୍ରପତି ମୁଁ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲି ଏବଂ ଘୂର୍ଣ୍ଣିଝଡ ଅମ୍ଫନ ଯୋଗୁ ହୋଇଥିବା କ୍ଷୟକ୍ଷତି ପରିପ୍ରେକ୍ଷୀରେ ଲୋକମାନଙ୍କ ସୁରକ୍ଷା ବିଷୟରେ ମୋର ଚିନ୍ତା ପ୍ରକଟ କଲି ।"

0
0
0
s2sdefault