ହେଡଲାଇନସ୍:

ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଅଧିକରୁ ଅଧିକ ସଂଖ୍ୟକ ବୃକ୍ଷରୋପଣ କରିବାକୁ ପରାମର୍ଶ

ନୂଆଦିଲ୍ଲୀ/ଭୁବନେଶ୍ୱର(ଶାସକ ପ୍ରଶାସକ)– ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ବାସଭବନ ପରିସରରେ ପରିବାର ସଦସ୍ୟଙ୍କ ସହ ବୃକ୍ଷରୋପଣ କରିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଯେ ଗଛ ଗୁଡିକ ସୁନ୍ଦର ଏବଂ ଜୀବନ ମଧ୍ୟ ଦେଇଥାଏ । ବିଶ୍ୱକୁ ଅଧିକ ସୁନ୍ଦରକରିବା ପାଇଁ ବୃକ୍ଷରୋପଣ କରିବାର ଆବଶ୍ୟକତା ରହିଛି । ତେଣୁ ଗୋଟିଏ ଗଛ ଲଗାଇ ଗୋଟିଏ ଜୀବନ ଦେବାକୁ ସେ ଜନସାଧାରଣ ମାନଙ୍କୁ ପରାମର୍ଶ ଦେଇଛନ୍ତି । 

      

 

0
0
0
s2sdefault