ହେଡଲାଇନସ୍:

ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା : ଧର୍ମେନ୍ଦ୍ରଙ୍କ ସ୍ୱାଗତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ନୂଆଦିଲ୍ଲୀ (ଶାସକ ପ୍ରଶାସକ): ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା କରାଯିବା ଘଟଣାରେ ସନ୍ତୋଷ ବ୍ୟକ୍ତ କରିଛନ୍ତି କେନ୍ଦ୍ର ପେଟ୍ରୋଲିଅମ, ପ୍ରାକୃତିକ ବାଷ୍ପ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ସେ ଟୁଇଟ କରି କହିଛନ୍ତି "ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ମିଳିବା ଖୁସି ଖବର । ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଓଡ଼ିଆଙ୍କ ମନରେ ଦେଶାତ୍ମକବୋଧର ମଞ୍ଜି ଭରିଥିଲା ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ । ବନ୍ଦେ ଉତ୍କଳ ଜନନୀକୁ ଉପଯୁକ୍ତ ମାନ୍ୟତା ମିଳିଲା ।"

0
0
0
s2sdefault