ହେଡଲାଇନସ୍:

ଆଜି କରୋନା ଆକ୍ରାନ୍ତ ୩୭ ହଜାର ଉପରେ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ନୂଆଦିଲ୍ଲୀ (ଏଜେନ୍ସି) ଆଜି ସାରା ଦେଶରେ ୩୭,୧୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି |   ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ଭିତରେ ଦେଶରେ ୩୭,୧୪୮ ଜଣ ପଜିଟିଭ ଚିହ୍ନଟ ହୋଇ ଥିବା ବେଳେ ୫୮୭ ଜଣ ମୃତ୍ୟୁବରଣ କରିଛନ୍ତି   | ଫଳରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୫୫ ,୧୯୧ରେ ପହଂଚି ଥିବା ବେଲେ ମୃତ୍ୟୁ ସଂଖ୍ୟା ୨୮୦୮୪   ଛୁଇଁଛି |  ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୦୨,୫୨୯ ରେ ପହଂଚିଛି | ଏଯାଏ ସୁସ୍ଥ ହେଲେଣି ୭,୨୪,୫୭୮ ଜଣ |  ସୂଚନାଯୋଗ୍ୟ ଯେ ଏଯାବତ ଦେଶରେ ୧,୪୩,୮୧,୩୦୩  ନମୁନା ଯାଞ୍ଚ ହୋଇଥିବା ବେଳେ ଗତକାଲି କେବଳ ୩,୩୩ ,୩୯୫  ନମୁନା ଯାଞ୍ଚ କରାଯାଇଛି  ବୋଲି  Indian Council of Medical Research (ICMR) ପକ୍ଷରୁ ସୂଚନା ଦିଆଯାଇଛି |

0
0
0
s2sdefault