ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗ ୩ ଦିନ ପାଇଁ ବନ୍ଦ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ରେଢାଖୋଲ ଉପଖଣ୍ଡ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ସମ୍ବଲପୁର ଜିଲ୍ଲା  ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗ ଆଉ ତିନି ପାଇଁ ବନ୍ଦ ରହିବ। ଚିକିତ୍ସାଳୟର କର୍ମଚାରୀ ଓ ରୋଗୀ କରୋନା ସଂକ୍ରମିତ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଓପିଡି ତିନିଦିନ ବନ୍ଦ ନେଇ ରେଢାଖୋଲ ଉପଜିଲ୍ଲାପାଳ ସୂଚନା ଦେଇଛନ୍ତି। ପୂର୍ବରୁ ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟର ବହିର୍ବିଭାଗ ୨ ଦିନ ପାଇଁ ବନ୍ଦ ଥିଲା

0
0
0
s2sdefault