ହେଡଲାଇନସ୍:

ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକସଭା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ସ୍ୱର୍ଗତ ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ଶୋକସଭା ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ସଂଜୟ ଅଧିକାରୀ , ଇଶ୍ଵର ମାଝୀ , ବାବୁଲି ସାହୁ, ନଗର କଂଗ୍ରେସ ସଭାପତି ବସନ୍ତ ପଣ୍ଡା  ପ୍ରମୁଖ ଉପସ୍ଥିତ ରହି ସ୍ୱର୍ଗତ ପ୍ରଣବ ମୁଖାର୍ଜୀଙ୍କ ଫୋଟ ଚିତ୍ରରେେ ପୁଷ୍ପ ମାଲ୍ୟାର୍ପଣ କରି ଦୁଇ  ମିନଟ୍ ପ୍ରାର୍ଥନା କରିଥିଲେ।

କୋଭିଡ଼ି-୧୯ ନିୟମ ଅନୁଯାୟୀ ସମସ୍ତେ ମାସ୍କ ପିନ୍ଧି ଓ ସାମାଜିକ ଦୂରତା ରକ୍ଷା କରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

0
0
0
s2sdefault