ହେଡଲାଇନସ୍:

ମନ୍ତ୍ରୀ ସମୀର ଦାଶ ସପତ୍ନୀକ କୋଭିଡ ଚିହ୍ନଟ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର : ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କୋଭିଡ ପଜିଟିଭରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ସହ ତାଙ୍କ ସହଧର୍ମିଣୀ ଶ୍ରୀମତୀ ସଂଗୀତା ଦାଶ ମଧ୍ୟ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ମନ୍ତ୍ରୀ ଶ୍ରୀ ଦାଶ ଆଜି ନିଜେ ଟୁଇଟ କରି ଏହା ଜଣାଇଛନ୍ତି । ସେ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି "ମୋର ଏବଂ ମୋ ଧର୍ମ ପତ୍ନୀ ସଙ୍ଗିତା ଦାଶଙ୍କର #କରୋନା+ve ବାହାରିଛି ଆମେ ଏବେ ସୁସ୍ଥ ଅଛୁ l  ଆମ ସଂସ୍ପର୍ଶରେ ସାତ ଦିନ ଭିତରେ ଯେଉଁମାନେ ଆସିଛନ୍ତି 'କରୋନା'  ଟେଷ୍ଟ କରିବା ପାଇଁ ଅନୁରୋଧ କରୁଛୁ l"

0
0
0
s2sdefault