ହେଡଲାଇନସ୍:

ବରିଷ୍ଠ କଂଗ୍ରେସ ନେତା ପ୍ରକାଶ ଦେବତାଙ୍କୁ କୋଭିଡ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବରଗଡ : ଓଡିଶାର ଜଣାଶୁଣା କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରକାଶ ଚନ୍ଦ୍ର ଦେବତା ଆଜି କରୋନା ପୋଜିଟିଭ ଚିହ୍ନଟ ହୋଇ ବରଗଡ଼ସ୍ଥିତ ବିକାଶ ହସ୍ପିଟାଲରେ ଭର୍ତି ହୋଇ ଚିକିତ୍ସିତ ହେଉଛନ୍ତି । ଆଜି  ସନ୍ଧ୍ୟାରେ ଶ୍ରୀ ଦେବତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କ ପୁଅ ବାବୁଲୁ ଦେବତା ବିକାଶ ହସ୍ପିଟାଲକୁ ଚିକିତ୍ସା ପାଇଁ ନେଇଥିଲେ । ପରୀକ୍ଷା ନିରୀକ୍ଷା ବେଳେ ସେ କରୋନା ପୋଜିଟିଭ ଚିହ୍ନଟ ହୋଇଥିଲେ ବୋଲି ତାଙ୍କ ପୁଅ ସୂଚନା ଦେଇଛନ୍ତି । ଶ୍ରୀ ଦେବତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ସେ କହିଛନ୍ତି ।

0
0
0
s2sdefault