ହେଡଲାଇନସ୍:

ପଦ୍ମଶ୍ରୀ ଡକ୍ଟର ଶ୍ରୀନିବାସ ଉଦ୍‌ଗାତା ଅସୁସ୍ଥ 

User Rating: 4 / 5

Star ActiveStar ActiveStar ActiveStar ActiveStar Inactive
 

ବଲାଙ୍ଗୀର / ନିରୋଜ ମିଶ୍ର : ପଦ୍ମଶ୍ରୀ ଡକ୍ଟର ଶ୍ରୀନିବାସ ଉଦ୍‌ଗାତା ସ୍ଥାନୀୟ ଏକ ଘରୋଇ ନର୍ସିଂହୋମରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ଗତ କିଛି ଦିନ ଧରି ସେ ହାର୍ଣ୍ଣିଆ ପୀଡିତ ହୋଇ ଅସହ୍ୟ ଯନ୍ତ୍ରଣା ଭୋଗ କରୁଥିଲେ । ଆଜି ତାଙ୍କର ଅସ୍ତ୍ରୋପଚାର ପାଇଁ ଦିନ ଧାର୍ଯ୍ୟ ହୋଇଛି । ବିଭିନ୍ନ ସାରସ୍ୱତ, ସାଂସ୍କୃତିକ ସଂଗଠନ ଓ ଶୁଭେଚ୍ଛୁ ସାରସ୍ୱତ ତପସ୍ୱୀ ଡ. ଉଦ୍‌ଗାତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

0
0
0
s2sdefault