ଭୁବନେଶ୍ୱର (ଶାସକ ପ୍ରଶାସକ ) ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ | ତିନି ପ୍ରମୁଖ ରାଜନୈତିକ ଦଳରେ ଦେଖା ଦେଇଛି ତତ୍ପରତା | ନଭେମ୍ବର ୩ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି | ଆସନ୍ତା ୧୬ ତାରିଖ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ ଶେଷ ତାରିଖ ରହିଛି | ଅକ୍ଟୋବର ୧୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବାକୁ ଥିବା ବେଳେ ୧୯ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି |
ରାଜ୍ୟ
ତିର୍ତ୍ତୋଲ ଓ ବାଲେଶ୍ୱର ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ | ତିନି ପ୍ରମୁଖ ରାଜନୈତିକ ଦଳରେ ତତ୍ପରତା
- Hits: 375