ପ୍ରସନ୍ନ ଆଚାର୍ଯ୍ୟ କରୋନା ଆକ୍ରାନ୍ତ ,ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର (ଶାସକ ପ୍ରଶାସକ) ରାଜ୍ୟସଭା ସାଂସଦ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା  ପ୍ରସନ୍ନ ଆଚାର୍ଯ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ସଙ୍ଗରୋଧରେ ଅଛନ୍ତି |  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି | ମୁଖ୍ୟମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି ଯେ " ରାଜ୍ୟସଭା ସାଂସଦ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ କୋଭିଡ-୧୯ ସଂକ୍ରମିତ ହୋଇଥିବା ଜାଣିବାକୁ ପାଇଲି। ତାଙ୍କ ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।"

0
0
0
s2sdefault