ହେଡଲାଇନସ୍:

ରାଉରକେଲାରେ ଭାରତର ସବୁଠାରୁ ବଡ ହକି ଷ୍ଟାଡିୟମ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର (ଶାସକ ପ୍ରଶାସକ ) ରାଉରକେଲାରେ ଭାରତର ସବୁଠାରୁ ବଡ ହକି ଷ୍ଟାଡିୟମ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଘୋଷଣା କରିଛନ୍ତି।

ବିପିୟୁଟି କ୍ୟାମ୍ପସ ପରିସରରେ ୧୫ ଏକର ଜମି ଉପରେ ନିର୍ମିତ ହେବାକୁ ଥିବା ଏହି ଷ୍ଟାଡିୟମରେ ୨୦ ହଜାରରୁ ଅଧିକ ଦର୍ଶକଙ୍କ ବସିବାର କ୍ଷମତା ରହିବ। ଷ୍ଟାଡିୟମ ସହ ଅନ୍ୟାନ୍ୟ ଭିତ୍ତିଭୂମିର ବି ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୨୩ ହକି ବିଶ୍ଵକପ ଭୁବନେଶ୍ବର ସମେତ ରାଉରକେଲାରେ ମଧ୍ୟ ଆୟୋଜନ ହେବ ବୋଲି କହିଛନ୍ତି।

0
0
0
s2sdefault