ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ 

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

"ସ୍ବର୍ଗତ ଡ଼ ରାଓଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ କରାଯିବ "

ଭୁବନେଶ୍ୱର (ଶାସକ ପ୍ରଶାସକ ) : ବିଶିଷ୍ଟ ସମାଜସେବୀ  ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି | ଶ୍ରୀ ରାଓଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସ୍ବର୍ଗତ ଶ୍ରୀ ରାଓ ତାଙ୍କ ଉତ୍ସର୍ଗିକ୍ତୁତ ସେବା ଓ ଅବହେଳିତଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି | ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସ୍ବର୍ଗତ ଡ଼ ରାଓଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ | 

0
0
0
s2sdefault