ହେଡଲାଇନସ୍:

ପଦ୍ମପୁରର ସହକାରୀ ଯୋଗାଣ ଅଧିକାରୀ ନିଲମ୍ବିତ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁରର ସହକାରୀ ଯୋଗାଣ ଅଧିକାରୀ ଶମ୍ଭୁପ୍ରସାଦ ହରପାଲଙ୍କୁ କାର୍ଯ୍ୟରେ ଗୁରୁତର ଅବହେଳା ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଧାନସଂଗ୍ରହ ମାର୍ଗଦର୍ଶିକାର ଉଲ୍ଲଂଘନ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛିା ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛିା ଏଥି ସହିତ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ବିଭାଗୀୟ ସୂତ୍ରରୁ ପ୍ରକାଶା 

 

0
0
0
s2sdefault