ବାରିପଦା(ଦିଲ୍ଲୀପ ମହାନ୍ତି )- ଫେବୃଆରୀ ୨୬ରେ ଓଡ଼ିଶାରୁ ଚିହ୍ନଟ ହୋଇଥିବା ୯୪ କରୋନା ପଜିଟିଭ କେଶ ମଧ୍ୟରେ ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ କରୋନା ଆକ୍ରାନ୍ତ ରହିଛନ୍ତି । ଏଥି ସହିତ ଜିଲ୍ଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମିତମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪,୧୭୯ରେ ପହଁଞ୍ଚି ଥିବା ସମୟରେ ଫେବୃଆରୀ ୨୬ ପର୍ଯ୍ୟନ୍ତ ଜିଲ୍ଲାରୁ ୧୪,୦୬୨ ହୋଇ ଫେରିଛନ୍ତି ଏବଂ ଆଜି ପର୍ଯ୍ୟନ୍ତ ୨୫ ଜଣ ସକ୍ରିୟ ଥାଇ ପିଆରଏମ ମେଡ଼ିକାଲର ସ୍ୱତନ୍ତ୍ର ଆଇସୋଲେସନ ୱାର୍ଡ ଓ ହୋମ ଆଇସୋଲେସନରେ ଚିକିତ୍ସା ହେଉଛନ୍ତି ଏବଂ ଜିଲ୍ଲାରୁ କରୋନା ଭୂତାଣୁ ସଂକ୍ରମିତ ଥାଇ ଚିକିତ୍ସାଧୀନ ଅବସ୍ଥାରେ ମୋଟ ୯୨ ଜଣଙ୍କର ମୃତ୍ୟୁ ହୋଇଥିବାର ଜଣାପଡ଼ିଛି ।
ରାଜ୍ୟ
ଆଜି ମୟୂରଭଞ୍ଜରୁ ୭ ନୂଆ କରୋନା ପଜିଟିଭ ଚିହ୍ନଟ
- Hits: 302