ଭୁବନେଶ୍ୱର : ପୁରୀର ଜିଲ୍ଲାର ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀ ଉପ-ନିର୍ବାଚନ ପାଇଁ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି | କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ପ୍ରାର୍ଥୀତ୍ୱକୁ ଅନୁମୋଦନ ଦେଇଥିବା ଏଆଇସିସି ସାଧାରଣ ସମ୍ପାଦକ ମୁକୁଲ ୱାସନିକଙ୍କ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି |
ରାଜ୍ୟ
ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ପିପିଲିରେ କଂଗ୍ରେସ ପ୍ରାର୍ଥୀ
- Hits: 1303