ହେଡଲାଇନସ୍:

ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା :ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ

User Rating: 1 / 5

Star ActiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର ; କୋଭିଡ଼ ର ଦ୍ବିତୀୟ ଲହର ଜନିତ ପରିସ୍ଥିତି କୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମଇ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।  ମଇ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ । ଏହା ଦ୍ବାରା ବାର ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।

0
0
0
s2sdefault