ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗର ପ୍ରଶାସନିକ ନିୟନ୍ତ୍ରଣ ଅଧୀନରେ ଆସୁଥିବା ସମସ୍ତ ଉଚ୍ଚଶିକ୍ଷା ଅନୁଷ୍ଠାନ 05/05/2021 ରୁ 31/05/2021 ପର୍ଯ୍ୟନ୍ତ “ଗ୍ରୀଷ୍ମ ଛୁଟି” ପାଇଁ ବଂଦ ରହିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଡ . ଅରୁଣ କୁମାର ସାହୁ ଏକ ଟୁଇଟ୍ରେ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି।
ରାଜ୍ୟ
ମେ ୫ରୁ ସମସ୍ତ ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡିକର ଗ୍ରୀଷ୍ମାବକାଶ
- Hits: 524