ଭୁବନେଶ୍ୱର :ଆଜି ବିଶ୍ବ ନର୍ସିଂ ଦିବସ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଡାକ୍ତରଖାନାମାନଙ୍କ ରେ କାର୍ଯ୍ୟ ରତ ନର୍ସ ମାନଙ୍କ ସହ ଫୋନ ଯୋଗେ କଥା ହୋଇ ସେମାନଙ୍କୂ ଶୁଭେଚ୍ଛା ଜଣାଇଥିଲେ । ନିଜର ବ୍ୟକ୍ତିଗତ ସୁଖ ଦୁଃଖ କୁ ପଛରେ ପକାଇ ସେମାନେ ଯେପରି ରୋଗୀଙ୍କୁ ନିଷ୍ଠା ର ସହ ସେବା ଯୋଗାଇ ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ ।
ରାଜ୍ୟ
ବିଶ୍ବ ନର୍ସିଂ ଦିବସ :ନର୍ସ ମାନଙ୍କ ସହ କଥା ହୋଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
- Hits: 464