ହେଡଲାଇନସ୍:

କୋଭିଡ଼ ମୁକାବିଲା:ବଲାଙ୍ଗୀରକୁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ।

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ବର(ଶାସକ ପ୍ରଶାସକ): କୋଭିଡ଼ ଦ୍ଵିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି । 

ସୂଚନାଯୋଗ୍ୟ ଯେ କୋଭିଡ଼ ର ପ୍ରଥମ ଲହର ରେ ଗତ  ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।

0
0
0
s2sdefault