ହେଡଲାଇନସ୍:

ଆଇଏମଏସ ଆଣ୍ଡ ସମ ହସ୍ପିଟାଲକୁ ଏନଏବିଏଚ ମାନ୍ୟତା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଟ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲକୁ ସମ୍ମାନଜନକ ନ୍ୟାସନାଲ ଆକ୍ରେଡିସନ ବୋର୍ଡ ଫର ହସ୍ପିଟାଲ୍ସ ଆଣ୍ଡ ହେଲଥକେୟାର ପ୍ରୋଭାଇଡର୍ସ (ଏନଏବିଏଚ) ସ୍ୱୀକୃତି ପ୍ରାପ୍ତ ହୋଇଛି ।

ଗତ ମେ ୧୩ ତାରିଖରୁ ଲାଗୁ ହୋଇଥିବା ଏହି ସ୍ୱୀକୃତି ଆସନ୍ତା ୪ ବର୍ଷ ଯାଏଁ ବଳବତର ରହିବ । ଏନଏବିଏଚ ହେଉଛି କ୍ୱାଲିଟି କାଉନସିଲ ଅଫ ଇଣ୍ଡିଆର ଏକ କନଷ୍ଟିଟ୍ୟୁଏଂଟ ବୋର୍ଡ ଅଟେ । ଆଇଏମଏସ ଆଣ୍ଡ ସମ୍ ହସ୍ପିଟାଲ ଦ୍ୱିତୀୟ ଥର ପାଇଁ ଏହି ଏନଏବିଏଚ ମାନ୍ୟତା ହାସଲ କରିଛି ।

0
0
0
s2sdefault