ହେଡଲାଇନସ୍:

କାଲି ଆକାଶ ମାର୍ଗରୁ ଓଡ଼ିଶା ଓ ପଶ୍ଚିମବଙ୍ଗର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବେ ପ୍ରଧାନମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

PM Modi reviews Tauktae damage in Gujarat | Latest News India - Hindustan  TimesFile Photo 

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 28 ମେ, 2021ରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରିବେ। ସେ ୟାସ ଘୁର୍ଣ୍ଣିବାତ୍ୟା ଯୋଗୁ ଏହି ଦୁଇ ରାଜ୍ୟରେ ପଡ଼ିଥିବା ପ୍ରଭାବର ଆକଳନ କରିବେ। ପ୍ରଧାନମନ୍ତ୍ରୀ ମଧ୍ୟ ଆକାଶମାର୍ଗରୁ ଦୁଇ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି।

 

 

0
0
0
s2sdefault