ହେଡଲାଇନସ୍:

ସୁରଥ ବିଶ୍ୱାଳ ଓବିସି ମୋର୍ଚ୍ଚା ଏବଂ ବିଧାୟକ ନିତ୍ୟାନନ୍ଦ ଗଣ୍ଡ  ଆଦିବାସୀ ମୋର୍ଚ୍ଚା ରାଜ୍ୟ ସଭାପତି ମନୋନୀତ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୂବନେଶ୍ୱର : ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ସୁରଥ ବିଶ୍ୱାଳଙ୍କୁ ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ବିଧାୟକ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଅନୁସୁଚିତ ଜନଜାତି ମୋର୍ଚ୍ଚା ରାଜ୍ୟ ସଭାପତି ଭାବେ ମନୋନୀତ କରାଯାଇଅଛି ।

ଅପରପକ୍ଷରେ ଦଳବିରୋଧୀ କାର୍ଯ୍ୟରେ ଲିପ୍ତ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାର୍ଯ୍ୟ କାରଣରୁ ଭୂବନେଶ୍ୱର ଜିଲ୍ଲାର ଶ୍ରୀ ମନ୍ମଥ ମଲ୍ଲିକଙ୍କୁ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଦଳରୁ ବହିଷ୍କାର କରିଛନ୍ତି ।

0
0
0
s2sdefault