ଭୁବନେଶ୍ୱର : ପବିତ୍ର ରଥଯାତ୍ରାର ଶୁଭ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ସେ ତାଙ୍କ ବାର୍ତ୍ତାରେ କହିଛନ୍ତି " ପବିତ୍ର ରଥଯାତ୍ରାର ଶୁଭ ଅବସରରେ ମହାପ୍ରଭୁଙ୍କୁ ମୋର କୋଟି କୋଟି ପ୍ରଣାମ ଏବଂ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା । ଭକ୍ତଶୂନ୍ୟ ରଥଯାତ୍ରାରେ ମଧ୍ୟ ଅଗଣିତ ଭକ୍ତ ଟିଭି ଓ ଇଣ୍ଟରନେଟ୍ ମାଧ୍ୟମରେ ମହାପ୍ରଭୁଙ୍କ ଦର୍ଶନ କରି ଆତ୍ମସନ୍ତୋଷ ପାଉଛନ୍ତି । ମହାପ୍ରଭୁଙ୍କ ଅପାର କରୁଣାରୁ ଜଗତର କଲ୍ୟାଣ ହେଉ ।"
ରାଜ୍ୟ
ରଥଯାତ୍ରାର ଉପଲକ୍ଷେ ଶୁଭକାମନା ଜଣାଇଲେ ଧର୍ମେନ୍ଦ୍ର
- Hits: 332