ହେଡଲାଇନସ୍:

ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ଭିକ୍ଷା କଲେ ବିଧାୟିକା କୁସୁମ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ସୁନ୍ଦରଗଡ଼(ହୋରାଚାନ୍ଦ ଦେଉରିଆ)  :-ଆଜି ପବିତ୍ର ଗୁରୁପୂର୍ଣ୍ଣିମା ଅବସରରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି |  ଆଜି  ପୁରୀଧାମ ସ୍ଥିତ ଗୋବର୍ଦ୍ଧନ ପୀଠରେ ପହଞ୍ଚି ସମସ୍ତ ରୀତିନୀତି ଅନୁଯାୟୀ ସନାତନ ଧର୍ମର ଶ୍ରେଷ୍ଠଗୁରୁ ପୁରୀ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭୂମିଷ୍ଠ ପ୍ରଣାମ ଜଣାଇ ବା ସହ ତାଙ୍କର ଆଶୀର୍ବାଦ ଭିକ୍ଷା କରିଥିଲେ |  ଏହି ସମୟରେ ବିଧାୟିକା କୁସୁମ ଟେଟେଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଉପସ୍ଥିତ ଥିଲେ |

0
0
0
s2sdefault