ହେଡଲାଇନସ୍:

ଉଚ୍ଚ ବିଦ୍ୟାଳୟ ପରିଦର୍ଶନ ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଦଶପଲ୍ଲା ବିଧାୟକ

User Rating: 1 / 5

Star ActiveStar InactiveStar InactiveStar InactiveStar Inactive
 

ନୟାଗଡ଼ (ବିଶ୍ୱଜିତ ନାୟକ )/ ନୂଆଗାଁ(ସୁବ୍ରତ ପରିଡ଼ା)-  ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଚାହାଳି ଜନଶକ୍ତି ନୋଡାଲ ଉଚ୍ଚ ବିଦ୍ୟାଳୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଶ୍ରେଣୀଗୃହ ଓ ପରିବେଶ ବୁଲି ଦେଖିଥିଲେ  ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା । ନୂଆଗାଁ ବ୍ଳକର ଡିଜିଟାଲ ବିଦ୍ୟାଳୟ ଭାବେ 60 ଲକ୍ଷରୁ ଉର୍ଦ୍ଧ ଟଙ୍କା ବ୍ୟୟରେ ଏହାର ନିର୍ମାଣ କାର୍ଯ୍ୟ ଚାଲୁରହିଅଛି । ବିଧାୟକ ଙ୍କ ପରିଦର୍ଶନ  ସମୟରେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ନୂଆଗାଁ ବିଡ଼ିଓ ପ୍ରମୋଦ କୁମାର ନାୟକ,ପ୍ରଧାନ ଶିକ୍ଷକ ବିପିନ ବିହାରୀ ଦାସ ଏବଂ ବିଦ୍ୟାଳୟର ସମସ୍ତ କମିଟି ସଦସ୍ୟ ଉପସ୍ଥିତ ଥିଲେ ।

0
0
0
s2sdefault