ନୂଆଦିଲ୍ଲୀ : ଜରୁରୀକାଳୀନ ବ୍ୟବହାର ପାଇଁ ଜନସନ ଆଣ୍ଡ ଜନସନର ସିଙ୍ଗଲ ଡୋଜ କୋଭିଡ ଟିକାକୁ ଭାରତରେ ଅନୁମତି ମିଳିଛି | ଆଜି ଏ ବିଷୟ ଟୁଇଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଂଡାଭ୍ୟ |