ହେଡଲାଇନସ୍:

ଭିଜିଲାନ୍ସ ଜାଲରେ ପଡିଛନ୍ତି ଜିଲ୍ଲା କୃଷି ଅଧିକାରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭିଜିଲାନ୍ସ ଜାଲରେ ପଡିଛନ୍ତି ଜିଲ୍ଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ । ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କରିଛି ବଲାଙ୍ଗିର ଭିଜିଲାନ୍ସ । ପିଓଏସ ମେସିନ ପାଇଁ ପଣ୍ଡକିଟାଲର ଦର୍ଯ୍ୟୋଧନ ବାରିକଙ୍କ ଠାରୁ ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସର ପଞ୍ଝାରେ ପଡିଥିବା ସୂଚନା ମିଳିଛି ।

0
0
0
s2sdefault