ହେଡଲାଇନସ୍:

ପିଲାମାନଙ୍କ ପାଇଁ ମ୍ୟାଲେରିଆ ଟିକାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅନୁମୋଦନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜେନେଭା: ବୁଧବାର ଦିନ ପିଲାମାନଙ୍କ ପାଇଁ RTS, S / AS01 ମ୍ୟାଲେରିଆ ଟିକାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁମୋଦନ କରିଛି | ମଶା ଦ୍ୱାରା ବ୍ୟାପୁଥିବା ଏହି ରୋଗ ବିରୁଦ୍ଧରେ ଏହା ପ୍ରଥମ ଟୀକା | ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମହାନିର୍ଦ୍ଦେଶକ ଟେଡ୍ରୋସ୍ ଆଡାନୋମ୍ ଗେବ୍ରେଏସସ୍ କହିଛନ୍ତି ଆଜି ଏ ବିଷୟରେ ସୂଚନା ଦେଇଛନ୍ତି | ସୂଚନାଯୋଗ୍ୟ ଯେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆକଳନ ଅନୁଯାୟି ମ୍ୟାଲେରିଆରେ ବର୍ଷକୁ ୪,୦୦,୦୦୦ରୁ ଅଧିକ ଲୋକଙ୍କ ଜୀବନ ଯାଇଥାଏ |

 

0
0
0
s2sdefault