ହେଡଲାଇନସ୍:

ଜିଲ୍ଲା ପ୍ରଶାସନ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରବାସ ପୁରୁଷ, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜନ୍ମ ଜୟନ୍ତି ପାଳିତ ହୋଇଯାଇଅଛି l ଏହି ଅବସରରେ ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟ୍ଟୱାରୀ ପୌର ପରିଷଦ କାର୍ଯ୍ୟାଳୟ ସମ୍ମୁଖରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଗୁଚ୍ଛ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମରେ ପୌରପରିଷଦ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ l

0
0
0
s2sdefault