ହେଡଲାଇନସ୍:

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କୁ ବିଭାଗ ପକ୍ଷରୁ ସ୍ୱାଗତ ଓ ସମ୍ବର୍ଦ୍ଧନା

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର(ଶାସକ ପ୍ରଶାସକ) : ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶଙ୍କୁ ଲୋକସେବା ଭବନସ୍ଥ ମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଓ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ବିଭାଗର ବରିଷ୍ଠ ପଦାଧିକାରୀବୃନ୍ଦ ଉପସ୍ଥିତ ରହି ମନ୍ତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ମନ୍ତ୍ରୀ ଶ୍ରୀ ଦାଶ ପୁନର୍ବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଦାୟିତ୍ୱ ନେଇଥିବାରୁ ଗଣଶିକ୍ଷା ବିଭାଗ ଏବଂ ମନ୍ତ୍ରୀଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ମହଲରେ ଆନନ୍ଦର ଲହରୀ ଖେଳିଯାଇଛି ।

 

0
0
0
s2sdefault