ହେଡଲାଇନସ୍:

ବଲାଙ୍ଗୀର ଜିଲ୍ଲାସ୍ତରୀୟ  ସ୍ୱାଧୀନତା ଦିବସ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ବଲାଙ୍ଗୀରରୁ ନିରୋଜ ମିଶ୍ର : ବଲାଙ୍ଗୀରରେ ପାଳିତ  ହୋଇଯାଇଛି ୭୨ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ | ଖଣି ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ | ଜିଲ୍ଲାପାଳ ଅରିନ୍ଦମ ଡାକୁଆ, ଏସ୍ପିଙ୍କ ସମେତ ଜିଲ୍ଲା ସ୍ତରୀୟ ଏହି କାର୍ଯ୍ୟକ୍ରମରେ ସାମିଲ ଥିଲେ | ପ୍ରତିକୂଳ ପାଗ ଆଶଙ୍କା ରେ ପ୍ୟାରେଡ଼ ନିରାଡ଼ମ୍ବର ଭାବେ ପାଳିତ ହୋଇଥିଲା |

0
0
0
s2sdefault