ହେଡଲାଇନସ୍:

୧୮ ତାରିଖ ପୁରସ୍କାର ବିତରଣ ବାତିଲ୍ । 

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ଯାଜପୁର (ଜୟଶଙ୍କର ଦଶ)  - ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ବିୟୋଗରେ ସରକାର ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି । ପୂର୍ବରୁ ସ୍ୱାଧୀନତା ଦିବସ ଅବସରରେ ଅନୁଷ୍ଟିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଚଳିତମାସ ୧୮ ତାରିଖ ସଂସ୍କୃତି ଭବନ ଠାରେ ପୁରସ୍କାର ପ୍ରଦାନ କରାଯିବ ବୋଲି ସ୍ଥିର ହୋଇଥିଲା । ତେବେ ରାଷ୍ଟ୍ରୀୟ ଶୋକ ପାଇଁ ଏହି କାର୍ଯ୍ୟକ୍ରମକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍ଥଗିତ ରଖାଗଲା ବୋଲି ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେବା ସହ ପରବର୍ତ୍ତୀ କାର୍ଯ୍ୟକ୍ରମ ବିଷୟରେ  ଉଚିତ ସମୟରେ ଜଣାଇ ଦିଆଯିବ ବୋଲି ପ୍ରକାଶ କରିଛନ୍ତି ।

 

0
0
0
s2sdefault