ହେଡଲାଇନସ୍:

ବାଣପୁର ବ୍ଲକ ଓ ଏନ୍ ଏସିରେ ନୂତନ ଭତ୍ତା ବଣ୍ଟନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଖୋର୍ଦ୍ଧା /ବାଣପୁର:-(ସେକ କୌଶର )ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଓ ବିଜ୍ଞାପିତ ଅଞ୍ଚଳରେ ନୂତନ ହିତାଧିକାରୀ ମାନଙ୍କୁ ଭତା ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଜ୍ଞାପିତ ଅଞ୍ଚଳ ର କାର୍ଯ୍ୟ ନିର୍ବାହି ଅଧିକାରୀ ଅଭିନାଷ ମହାନ୍ତିଙ୍କ ସମେତ ନିର୍ବାଚିତ କାଉନସିଲର ମାନେ ଉପସ୍ଥିତ ରହି ନୂତନ ହିତାଧିକାରୀ ମାନଙ୍କୁ ଭତା ବଣ୍ଟନ କରିଥିଲେ । ସେହିପରି ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ବ୍ଳକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବିଡ଼ିଓ ବୁଲବୁଲ ବେହେରା , ଖୋର୍ଦ୍ଧା ଜିଲ୍ଲା ଉପସଭାପତି ଗୋପୀନାଥ ମହାରଣା,ପୂର୍ବତନ ସରପଞ୍ଚ ମନୋଜ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ହିତାଧିକାରୀ ମାନଙ୍କୁ ନୂତନ ଭତ୍ତା ବଣ୍ଟନ କରିଥିଲେ ।

0
0
0
s2sdefault