ଭୁବନେଶ୍ୱର: ପଶ୍ଚିମ ଓଡିଶା ବିକାଶ ପରିଷଦ (ଡବ୍ଲୁଓଡିସି)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡଃ ଅଜିତ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ଆଉ ଏକ ବର୍ଷ ପାଇଁ ବୃଦ୍ଧି ହୋଇଛି l ଅବସର ପରେ ତାଙ୍କର କାର୍ଯ୍ୟକାଳ ଏକ ବର୍ଷ ପାଇଁ ବୃଦ୍ଧି ହୋଇ ଥିଲା l ତେବେ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୁନର୍ବାର ଆଉ ଏକ ବର୍ଷ ପାଇଁ ବୃଦ୍ଧି ପାଇଁ ଅନୁମତି ଦେଇଛନ୍ତି l ଏ ସମ୍ପର୍କରେ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି l
ରାଜ୍ୟ
ଡବ୍ଲ୍ୟୁଓଡିସି ର ସିଇଓ ଡଃ. ଅଜିତମିଶ୍ରଙ୍କ କାର୍ଯ୍ୟକାଳ ବର୍ଷେ ବଢିଲା
- Hits: 277