ଭୁବନେଶ୍ୱର : ପଦ୍ମପୁର ଉପ ନିର୍ବାଚନରେ ବିପୁଳ ବିଜୟ ଲାଭ କରିଥିବା ବର୍ଷା ସିଂ ବରିହାଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏ ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି |
ରାଜ୍ୟ
ବର୍ଷାଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ
- Hits: 1110