ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚାରି ପ୍ରତିଶତ ଅତିରିକ୍ତ ମହଙ୍ଗା ଭତ୍ତା ଓ TI ମଞ୍ଜୁର କରିଛନ୍ତି | ଜୁଲାଇ ପହିଲା 2022 ରୁ ଏହା ପିଛିଲା ଭାବେ ଲାଗୁ ହେବ |
ରାଜ୍ୟ
4 ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- Hits: 363