ହେଡଲାଇନସ୍:

ନେତାଜୀଙ୍କ ଜନ୍ମସ୍ଥାନ ପରିଦର୍ଶନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 


ଭୁବନେଶ୍ୱର (ଶାସକ ପ୍ରଶାସକ): ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ | ନେତାଜୀଙ୍କ କଟକ ସ୍ଥିତ ଜନ୍ମସ୍ଥାନ ପରିଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ସେ ଜାତୀୟ ପତାକା ଉତ୍ତୋଳନ କରିବା ସହ ନେତାଜୀଙ୍କ ପରାକ୍ରମ ଓ ଅମାପ ଦେଶପ୍ରେମ ବିଷୟରେ ସ୍ମୃତିଚାରଣ କରିଛନ୍ତି।

0
0
0
s2sdefault