ହେଡଲାଇନସ୍:

କେ.ବଳାଙ୍ଗ ଅଞ୍ଚଳରେ ୨୦ରୁ ୩୦ଟି ଝାଡ଼ଖଣ୍ଡୀ ହାତୀ ଉପଦ୍ରବ

User Rating: 5 / 5

Star ActiveStar ActiveStar ActiveStar ActiveStar Active
 

ସୁନ୍ଦରଗଡ଼  : ସୁନ୍ଦରଗଡ଼ ଜିଲ୍ଲା ବାଙ୍କି ରେଞ୍ଜ୍‌ ଅନ୍ତର୍ଗତ କେ.ବଳାଙ୍ଗ ଅଞ୍ଚଳରେ ୨୦ରୁ ୩୦ଟି ଝାଡ଼ଖଣ୍ଡୀ ହାତୀ ଉପଦ୍ରବ କରୁଛନ୍ତି। ଏହି ହାତୀପଲ ଡାଳିମ୍ବଡ଼ିହ ଓ ବାଖରତୋଳା ଗାଁରେ ପଶି ୩ଟି ଘର ଭାଙ୍ଗି ଦେଇଛନ୍ତି। ଏହା ସହ ବିଲରେ ପଶି ବ୍ୟାପକ ଫସଲ ନଷ୍ଟ କରି ଦେଇଛନ୍ତି। ଏହି ହାତୀପଲ ଖାଦ୍ୟ ଅନୁସରଣରେ ଗାଁ ଭିତରକୁ ପଶି ଆସିଛନ୍ତି। ଫଳରେ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି।

 

 

0
0
0
s2sdefault