ଭୁବନେଶ୍ୱର : ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ସମୟରେ ପୋଲିସର ମାତ୍ରାଧିକ ଓ ଏକପାଖିଆ କାର୍ଯ୍ୟାନୁଷ୍ଠାନକୁ କଠୋର ଭାଷାରେ ନିନ୍ଦା କରିଛନ୍ତି ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା | ଶ୍ରୀ ପଣ୍ଡା ଟୁଇଟ କରି କହିଛନ୍ତି ଯେଉଁଭଳି ଯୁବ ବିଜେପି ବନ୍ଧୁମାନଙ୍କ ଉପରେ ପୋଲିସ ବର୍ବରୋଚିତ ଭାବେ ଆକ୍ରମଣ କଲା , ତାହା ନିଂଦାଜନକ | ତୁରନ୍ତ ଗିରଫ ହୋଇଥିବା ବିଜେପି କାର୍ଯ୍ୟକର୍ତ୍ତାମାନଙ୍କୁ ଖଲାସ କରିବା ପାଇଁ ଶ୍ରୀ ପଣ୍ଡା ଦାବି କରିଛନ୍ତି |
ରାଜ୍ୟ
ବିଜେପି କର୍ମୀଙ୍କ ଉପରେ ଆକ୍ରମଣକୁ ନିନ୍ଦା କଲେ ବୈଜୟନ୍ତ
- Hits: 315