ହେଡଲାଇନସ୍:

ଅରୁଣ ସାହୁଙ୍କୁ ଦେବଗଡ ଜିଲ୍ଲା ଦାୟିତ୍ୱ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର, : ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଅରୁଣ କୁମାର ସାହୁଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅନୁମୋଦନକ୍ରମେ  ଦେବଗଡ ଜିଲ୍ଲା ବିଜେପି ସଭାପତି ଭାବେ ଦାୟୀତ୍ୱ ପ୍ରଦାନ କରାଗଲା ବୋଲି ଏକ ପ୍ରେସ ଇସ୍ତାହାର ଜରିଆରେ କୁହାଯାଇଛି ।

0
0
0
s2sdefault