ହେଡଲାଇନସ୍:

ସରୋଜ କୁମାର ସାମଲ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ବରିଷ୍ଠ ପ୍ରଶାସନିକ ଅଧିକାରୀ  ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ତଥା ଆଇଏଏସ ଅଫିସର ଶ୍ରୀ ସରୋଜ କୁମାର ସାମଲ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି | ବର୍ତ୍ତମାନ ସୂଚନା ଲୋକ ସମ୍ପର୍କ ନିର୍ଦ୍ଦେଶକ ଥିବା ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ତଫସିଲ ଭୁକ୍ତ ଜାତି,ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ ବିକାଶ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି |  

0
0
0
s2sdefault