ହେଡଲାଇନସ୍:

ପୁଞ୍ଚ ରେ ସହିଦ୍ ହୋଇଥିବା ଦେବାଶିଷ ବିଶ୍ବାଳଙ୍କ ପରିବାର ପାଇଁ ପଚିଶ ଲକ୍ଷ୍ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ .

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

 

ଭୁବନେଶ୍ବର:ଜାମ୍ମୁ କାଶ୍ମୀରର ପୁଞ୍ଚ ରେ ଆତଙ୍କବାଦୀଙ୍କ ଆକ୍ରମଣରେ ସହିଦ ହୋଇଥିବା ଓଡ଼ିଆ ଯବନ ଦେବାଶିଷ ବିଶ୍ବାଳଙ୍କ ଅମ୍ଳାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସହିଦ୍ ଦେବାଶିଷ ବିଶ୍ଵାଳଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପଚିଶ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି |
ସହିଦ ଦେବାଶିଷ ବିଶ୍ବାଳଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ସେମାନଙ୍କୁ ଧୈର୍ଯ୍ୟ ଓ ସାହସ ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି |

0
0
0
s2sdefault