ଭୁବନେଶ୍ୱର : ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ : ଆଜି ପୁରୀ ଠାରୁ ଛାଡିବାକୁଥିବା 18477 ପୁରୀ - ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ବାତିଲ ରହିବ l
ଋଷିକେଶ ଠାରୁ ପୁରୀ ପହଞ୍ଚିବାକୁ ଥିବା ସଂଯୋଗକାରୀ ଟ୍ରେନ ର ମାତ୍ରାଧିକ ବିଳମ୍ବ ଯୋଗୁଁ ଏବଂ ଟ୍ରେନ ଚଳାଚଳର ସମୟାନୁବର୍ତ୍ତିତା ପାଇଁ ଏହି ପଦକ୍ଷେପ ନିଆଯାଇଅଛି l











