ଅଗ୍ନିଶମ ସେବା ବିଭାଗରେ ୨୬ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଓଡିଶା ଅଗ୍ନିଶମ ସେବା ବିଭାଗରେ ବିଭିନ୍ନ ପାହ୍ୟାରେ ୨୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥି ମଧ୍ୟରେ ତିନି ଗୋଟି ଷ୍ଟେସନ ଅଫିସର ପଦବୀ ଥିବା ବେଳେ ତିନି ଗୋଟି ଲିଡିଂ ଫାୟାର ମ୍ୟାନ ଓ କୋଡିଏଟି ଫାୟାର ମ୍ୟାନ ପଦବୀ ରହିଛି। ଏହି ନୂତନ ପଦବୀ ସୃଷ୍ଟି ହେବା ଫଳରେ ଅଗ୍ନିଶମ ସେବା ବିଭାଗ ଆହୁରି ଅଧିକ ଦକ୍ଷ ଭାବରେ ଲୋକଙ୍କୁ ସେବା ଯୋଗାଇଦେବ ବୋଲି ଆଶା କରାଯାଏ।

0
0
0
s2sdefault

 

 

 

 

 

 

 

 

 

 

 

 

 

 

  

 

 

/*H3X_UIHVRK*/