ହେଡଲାଇନସ୍:

ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଦାବି ସଂପର୍କରେ ଅନୁଧ୍ୟାନ କରାଯିବ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଭୁବନେଶ୍ୱର: ଓଡିଶା ସରକାରୀ ଆଉଟସୋର୍ସିଙ୍ଗ କର୍ମଚାରୀ ମହାସଂଘର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବରିଷ୍ଠ ଅଧିକାରୀମାନଙ୍କୁ ତାଙ୍କ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ସେମାନଙ୍କ ଦାବି ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ସେମାନଙ୍କ ବିଭିନ୍ନ ଦାବି ସଂପର୍କରେ ଅନୁଧ୍ୟାନ କରାଯିବ ବୋଲି ସୂଚନା ଦିଆଯାଇଛି।

0
0
0
s2sdefault