ହେଡଲାଇନସ୍:

ଦିଗଜ୍ୟୋତି ଶିକ୍ଷା ବୃତ୍ତି ପାଇଁ ଆବେଦନ

User Rating: 0 / 5

Star InactiveStar InactiveStar InactiveStar InactiveStar Inactive
 

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳାଧିପତି ପ୍ରଫେସର ଖଗେଶ୍ୱର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଦିଗଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ବିଗତ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଯୁକ୍ତଦୁଇ, ସ୍ନାତକ ଓ ସ୍ନାତକୋତର ଶ୍ରେଣୀରେ ନାମ ଲେଖାଇଥିବା ମେଧାବୀ ଅନାଥ, ଗରିବ ଓ ଭିନ୍ନକ୍ଷମ ପିଲାଙ୍କୁ ଯୋଗ୍ୟତା ଭିତିରେ ବିଭିନ୍ନ ବାର୍ଷିକ ଶିକ୍ଷାବୃତ୍ତି ପ୍ରଦାନ କରାଯିବ ।
ଏଥିପାଇଁ ଟ୍ରଷ୍ଟର ୱେବ୍ସାଇଟ (www.digjyoti.org) ର ଘୋଷଣାରେ ସୂଚିତ ଯୋଗ୍ୟତା ଭିତିରେ ସେଥିରେ ଉପଲବ୍ଧ ଭିନ୍ନ ଭିନ୍ନ ବୃତ୍ତି ପାଇଁ ଉଦ୍ଧିଷ୍ଟ ଫର୍ମରେ ସେପ୍ଟେମ୍ବର ୩୦ ତାରିଖ ପୂର୍ବରୁ ଟ୍ରଷ୍ଟ ଠିକଣାରେ ଦରଖାସ୍ତ ଆହ୍ୱାନ କରାଯାଇଅଛି

0
0
0
s2sdefault